Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୮୪ ହଜାର ପାର, ନୟାଗଡ଼ରେ ଶତାଧିକ

by Anil Panda
August 25, 2020
in Feature News, Nayagarh
କରୋନା; ଚାବୁକ ଦରକାର
1.3k
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୨୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର ୨୩୧ ରେ ପଂହଚିଛି । ସେଥିମଧ୍ୟରେ ୧୭୦୮ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୦୪୪ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୨୩, ବାଲେଶ୍ୱର ୧୨୯, ବରଗଡ଼ ୨୮, ଭଦ୍ରକ ୫୮, ବଲାଙ୍ଗିର ୧୪, ବୈାଦ୍ଦ ୧୧, କଟକ ୨୪୭, ଦେବଗଡ଼ ୬, ଢେଙ୍କାନାଳ ୧, ଗଂଜାମ ୨୧୨, ଗଜପତି ୬୦, ଜଗତସିଂହପୁର ୧୦୧, ଯାଜପୁର ୨୧୭, ଝାରସୁଗୁଡ଼ା ୧୫, କଳାହାଣ୍ଡି ୧୬, କନ୍ଧମାଳ ୯୫, କେନ୍ଦ୍ରାପଡ଼ା ୯୭, କେନ୍ଦୁଝର ୨୮, ଖୋର୍ଦ୍ଧା ୪୨୩, କୋରାପୁଟ ୧୭୪, ମାଲକାନଗିରି ୧୦୧, ମୟୁରଭଂଜ ୧୩୭, ନବରଂଗପୁର ୨୭, ନୟାଗଡ଼ ୧୦୩, ନୂଆପଡ଼ା ୮, ପୁରୀ ୧୪୪, ରାୟଗଡ଼ା ୧୭୭, ସମ୍ବଲପୁର ୫୫, ସୋନପୁର ୧, ସୁନ୍ଦରଗଡ଼ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୬୮୨୬ ଟି ମାମଲା ସକ୍ରିୟ ରହିଥିବା ୫୬୯୨୪ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!