Friday, April 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଦୁଇ ସାର ଦୋକାନରେ କୃଷି ବିଭାଗର ଚଢ଼ାଉ

by Anil Panda
August 25, 2020
in Nayagarh
ପୁଣି ଦୁଇ ସାର ଦୋକାନରେ କୃଷି ବିଭାଗର ଚଢ଼ାଉ
1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ସାରର ବ୍ୟାପକ କଳାବଜାରୀ ହେଉଥିବା ନେଇ ଅଭିଯୋଗ ଆସୁଥିବା ବେଳେ ଆଜି ପୁଣି ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ନିର୍ଦ୍ଦେଶରେ ଜିଲ୍ଲା କୃଷି ଅଧିକାରୀ ଆୟୁର୍ଦେହୀ ମିଶ୍ରଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା । ଇଟାମାଟି ବଜାରରେ ରହିଥିବା ଚିରଞ୍ଜିଲାଲ୍ ସାୱରମଲ ଏବଂ ଜୟକୃଷ୍ଣ ସାହୁଙ୍କ କଳିଙ୍ଗ ଏଣ୍ଟରପ୍ରାଇଜେସ୍‌ରେ ଚଢ଼ାଉ କରାଯାଇଥିବା ଜଣାଯାଇଛି । ଏହି ଚଢ଼ାଉରେ ନୟାଗଡ଼ ତହସିଲଦାର ଭିକାରୀ ସାହୁଙ୍କ ସମେତ କୃଷି ବିଭାଗ କର୍ମଚାରୀମାନେ ଯୋଗ ଦେଇଥିବା ବେଳେ ଦୁଇ ଦୋକାନରେ ସଠିକ ପରିମାଣରେ ସାର ମହଜୁଦ ଥିବା ଏବଂ ଉଚିତ୍ ମୁଲ୍ୟରେ ସାର ବିକ୍ରି ହେଉଥିବା ଜଣାଯାଇଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!