ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାରୀ ଚାଲିଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଜିଲ୍ଲାରୁ ଆଜି ୧୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି । ଫଳରେ ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪୨ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।