Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭରା ନଦୀରୁ ଚାଷୀ ଓ ବଳଦ ଉଦ୍ଧାର

by Anil Panda
August 26, 2020
in Feature News, Nayagarh
ଭରା ନଦୀରୁ ଚାଷୀ ଓ ବଳଦ ଉଦ୍ଧାର
683
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବଳଦ ଗାଧାଇବା ସମୟରେ ଆଜି ଜଣେ ଚାଷୀ ଏବଂ ବଳଦ ଭରା ମହାନଦୀରେ ଭାସି ଯାଇଥିଲେ । ତାଙ୍କ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି । ସୂଚନାନୁସାରେ, ଭାପୁର ବ୍ଲକ ପଥରଚକଡ଼ା ଗ୍ରାମର ପଂଚୁ ଗୋଚ୍ଛୀ ତାଙ୍କ ଜମିରେ ଚାଷ କାର୍ଯ୍ୟ ସାରି ନଦୀରେ ବଳଦ ଗାଧୋଉଥିଲେ । ଏହି ସମୟରେ ଉଭୟ ବଳଦ ଏବଂ ପଂଚୁ ନଦୀରେ ଭାସି ଯାଇଥିଲେ । ଖବରପାଇ ଫତେଗଡ଼ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ଦୁଇ ବଳଦ ଏବଂ ପଂଚୁଙ୍କୁ ନଦୀରୁ ଉଦ୍ଧାର କରିଥିବା ଜଣାଯାଇଛି । ସେମାନଙ୍କୁ ମାଧପୁର ନିକଟରୁ ଉଦ୍ଧାର କରାଯାଇଥିବା ଅଗ୍ନିଶମ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!