Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାକ୍ତରଖାନାରୁ ଚମ୍ପଟ ମାରିଥିଲେ, ଆଜି ମିଳିଲା ମୃତଦେହ

by ସଞ୍ଜୟ ସ୍ୱାଇଁ
May 9, 2024
in Crime, State
ଡାକ୍ତରଖାନାରୁ ଚମ୍ପଟ ମାରିଥିଲେ, ଆଜି ମିଳିଲା ମୃତଦେହ
80
VIEWS
Share on FacebookShare on Twitter

କୋଇଡ଼ା, (ବାଘୁଆବାର୍ତ୍ତା): ଗତକାଲି ଡାକ୍ତରଖାନାରୁ ଚିକିତ୍ସାଧୀନ ଅବସ୍ଥାରେ ଚମ୍ପଟ ମାରିଥିଲେ। ଆଜି ସକାଳେ ଡ୍ରେନ ପାର୍ଶ୍ୱରୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ। ସୁନ୍ଦରଗଡ଼ ଜିଲ୍ଲାରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଘର ନେପାଳରେ। ସେ ଭିନ୍ନକ୍ଷମ ବୋଲି ଜଣାଯାଇଛି। ବ୍ୟକ୍ତି ଜଣକ ଦୀର୍ଘ ଦିନରୁ ନେପାଳରୁ ଆସି କୋଇଡା ଅଞ୍ଚଳରେ ରହୁଥିଲେ। କାମ ଦାମ କରି ନିଜର ପେଟ ପୋଷଣ କରୁଥିଲେ। ୩ ଦିନ ତଳେ ବ୍ୟକ୍ତି ଜଣଙ୍କ ଦେହ ଖରାପ ହେବାରୁ କୋଇଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଥିଲେ। ଗତକାଲି ହସପିଟାଲରୁ ବ୍ୟକ୍ତି ଜଣଙ୍କ କାହାକୁ କିଛି ନ କହି ଚମ୍ପଟ ମାରିଥିଲେ। ଆଜି ସକାଳେ କୋଇଡା ଥାନା ଅନ୍ତର୍ଗତ ଡି.ଡି.ଏମ ଅଫିସ କାର୍ଯ୍ୟାଳୟ ଡ୍ରେନ ପାର୍ଶ୍ଵରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!