Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଦଳିପାରନ୍ତି ଭାରତୀୟ କ୍ରିକେଟର ମୁଖ୍ୟ କୋଚ

by ସଞ୍ଜୟ ସ୍ୱାଇଁ
May 10, 2024
in NATIONAL NEWS, Sports
ବଦଳିପାରନ୍ତି ଭାରତୀୟ କ୍ରିକେଟର ମୁଖ୍ୟ କୋଚ
145
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଟି-୨୦ ବିଶ୍ୱକପ ପରେ ଟିମ୍ ଇଣ୍ଡିଆକୁ ମିଳିପାରେ ନୁଆ ମୁଖ୍ୟ କୋଚ୍ । ଜୁନରେ ବର୍ତମାନର ମୁଖ୍ୟ କୋଚ୍ ଥିବା ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ଏହା ପୂର୍ବରୁ ବିସିସିଆଇ ନୂଆ ମୁଖ୍ୟ କୋଚ୍ ଖୋଜିବା ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ଖୁବଶୀଘ୍ର ଏନେଇ ବିଜ୍ଞାପନ ଜାରି କରିବ । ଏନେଇ ସୂଚନା ଦେଇଛନ୍ତି ବିସିସିଆଇ ସମ୍ପାଦକ ଜୟ ଶାହା । ୨୦୨୩ ବିଶ୍ୱକପ୍ ପରେ ଦ୍ରାବିଡଙ୍କ କାର୍ଯ୍ୟକାଳ ସମାପ୍ତ ହେବାକୁ ଯାଉଥିବା ବେଳେ ଏହାକୁ ପୁଣିଥରେ ବୃଦ୍ଧି କରାଯାଇଥିଲା । ଦ୍ରାବିଡ଼ ଚାହିଁଲେ ସେ ପୁଣିଥରେ ମୁଖ୍ୟ କୋଚ୍ ପଦବୀ ପାଇଁ ଆବେଦନ କରିପାରିବେ ବୋଲି ଜୟ ଶାହା କହିଛନ୍ତି । ପୂର୍ବତନ ଭାରତୀୟ ଓପନର୍ ଭିଭିଏସ ଲକ୍ଷ୍ମଣ ଓ ବୀରେନ୍ଦ୍ର ସେହେୱାଗ ମଧ୍ୟ ମୁଖ୍ୟ କୋଚ ପଦବୀ ପାଇଁ ଆବେଦନ କରି ପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!