Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଭାଇ କରୁଥିଲେ ଗଞ୍ଜେଇ ବେପାର, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
May 14, 2024
in Crime, Nayagarh, State
ଦୁଇ ଭାଇ କରୁଥିଲେ ଗଞ୍ଜେଇ ବେପାର, ବାନ୍ଧିଲା ପୁଲିସ
440
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଟାଉନ ଥାନା ପୁଲିସକୁ ମିଳିଛି ବଡ଼ ସଫଳତା । ଗଞ୍ଜେଇ ବେପାର କରୁଥିବା ଦୁଇ ଭାଇଙ୍କୁ ବାନ୍ଧିବାରେ ସଫଳ ହୋଇଛି । ନୟାଗଡ଼ ଟାଉନ ଥାନା ଆଇଆଇସି ରଶ୍ମିରଞ୍ଜନ ମହାପାତ୍ର ବିଶେଷ ସୁତ୍ରରୁ ଖବର ପାଇ ଚଢ଼ଉ କରିଥିଲେ । ନୟାଗଡ଼ ଟାଉନ ଥାନା ସବ୍ ଇନିସ୍‌ପେକ୍ଟର ସିମାଞ୍ଚଳ ନାୟକଙ୍କ ସମେତ ଟାଉନ ଥାନାର କର୍ମଚାରୀ ମାନେ ଦୁର୍ଗାପ୍ରସାଦ ଛକଠାରେ ଛକି କରି ରହିଥିଲେ । ଦୁର୍ଗାପ୍ରସାଦ ଗ୍ରାମର ଶିବରାମ ପ୍ରଧାନଙ୍କ ପୁଅ ବିଜୟ କୁମାର ପ୍ରଧାନ ଓ ଜିତୁ ପ୍ରଧାନ ଏକ ଆପାଚି ଗାଡିରେ ଗଞ୍ଜେଇ ଧରି ଆସୁଥିବା ଦେଖି ଟାଉନ ଥାନା ପୁଲିସ ଉଭୟଙ୍କୁ ମାଡ଼ି ବସିଥିଲେ । ତାଙ୍କ ଠାରୁ ୧୦ କେଜି ୫୦୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଥିଲା । ଯାହାର ଆନୁମାନିକ ମୁଲ୍ୟ ୧ ଲକ୍ଷ ୫ ହଜାର ଟଙ୍କା ହେବ । ନୟାଗଡ଼ ଟାଉନ ଥାନାରେ ୧୬୯/୨୪ ରେ ମାମଲା ରୁଜ କରାଯାଇ ଉଭୟଙ୍କୁ ଗିରଫ କରାଯାଇଛି । ଦୁଇ ଭାଇଙ୍କ ଠାରୁ ଓଡି୨୫ଡି-୯୫୮୬ ଆପାଚି ଗାଡିକୁ ପୁଲିସ ଜବତ କରିଛି । ଆଜି ଉଭୟ ଦୁଇ ଭାଇଙ୍କୁ ନୟାଗଡ଼ ଟାଉନ ଥାନା ପକ୍ଷରୁ କୋଟ ଫରୁୱାର୍ଡ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!