Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା, ଜଣଙ୍କୁ ଗୁଳିମାଡ଼

by ସଞ୍ଜୟ ସ୍ୱାଇଁ
May 16, 2024
in Crime, State
ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା, ଜଣଙ୍କୁ ଗୁଳିମାଡ଼
143
VIEWS
Share on FacebookShare on Twitter

ପୋଲସରା, (ବାଘୁଆବାର୍ତ୍ତା): ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା। ଗଞ୍ଜାମ ଜିଲ୍ଲା ପୋଲସରାର ତୋଟାସାହିରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଯୁବକଙ୍କ ବେକରେ ଗୁଳି ବାଜିଛି। ତାଙ୍କ ନାଁ ଗଣେଶ ଖଟେଇ। ତାଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି। ଆଜି ସକାଳେ ଗଣେଶ ରାସ୍ତାକଡ଼ରେ ଠିଆ ହୋଇଥିଲେ। ଏହି ସମୟରେ ତାଙ୍କୁ ପଛରୁ ଜଣେ ଦୁର୍ବୃତ୍ତ ଗୁଳି ମାଡ଼ କରି ଚମ୍ପଟ ମାରିଥିଲା। ସ୍ଥାନୀୟ ଲୋକେ ଗଣେଶଙ୍କୁ ଉଦ୍ଧାର କରି ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଗଣେଶ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର କର୍ମୀ ହୋଇଥିବା ସୂଚନା ମିଳିଛି। ପୁଲିସ ସିସିଟିଭିକୁ ଆଧାର କରି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!