Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଜ୍‌ରୁ ହାତଗୋଡ଼ ବନ୍ଧା ଅବସ୍ଥାରେ କନଷ୍ଟେବଲଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 17, 2024
in Crime, State
ଲଜ୍‌ରୁ ହାତଗୋଡ଼ ବନ୍ଧା ଅବସ୍ଥାରେ କନଷ୍ଟେବଲଙ୍କ ମୃତଦେହ ଉଦ୍ଧାର
132
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ଲଜ୍‌ରୁ ହାତଗୋଡ଼ ବନ୍ଧା ଅବସ୍ଥାରେ କନଷ୍ଟେବଲଙ୍କ ମୃତଦେହ ଉଦ୍ଧାର। ବଲାଙ୍ଗିର ରେଳ ଷ୍ଟେସନ ନିକଟ ଏକ ଲଜ୍‌ରୁ ମୃତଦେହ ଉଦ୍ଧାର ହୋଇଛି। ମୃତକ ସୁବର୍ଣ୍ଣପୁର ରିଜର୍ଭ ପୁଲିସର କନଷ୍ଟେବଲ ଶଙ୍କରଭାନୁ ବେହେରା ବୋଲି ଜଣାପଡ଼ିଛି। ଗତକାଲି ଲଜ୍‌ର ରୁମ ନମ୍ବର ୨୧୨ରେ ଶଙ୍କରଭାନୁ ଓ ବିନିତ ଶର୍ମା ରହିଥିଲେ। ଆଜି ହୋଟେଲ ଷ୍ଟାଫ ଭିତରକୁ ଯାଇ ଦେଖିଲା ବେଳକୁ ଶଙ୍କରଭାନୁଙ୍କ ମୃତଦେହ ପଡ଼ିଥିଲା। ବିନିତ ଶର୍ମା ଫେରାର ହୋଇଯାଇଥିଲେ। ବିନିତ୍‌ ଫେରାର୍ ଥିବା ଓ ଶଙ୍କରଭାନୁଙ୍କ ମୃତଦେହ ହାତ ଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର ହୋଇଥିବାରୁ ହତ୍ୟା ସନ୍ଦେହ ବଢିଛି। କେମିତି ଓ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ? ଯଦି ହତ୍ୟା, ଏହାର ପଛର କାରଣ କ’ଣ ? ଫେରାର୍ ଯୁବକଙ୍କ ସହ ମୃତକଙ୍କ ସମ୍ପର୍କ କଣ ? ପୁଲିସ ଏସବୁର ତଦନ୍ତ କରୁଛି। ସାଇଣ୍ଟିଫିକ୍ ଟିମ୍ ସହାୟତାରେ ହୋଟେଲ ରୁମରେ ତଦନ୍ତ କରିଛି ବଲାଙ୍ଗିର ଟାଉନ ଥାନା ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!