Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୁଟେରାଙ୍କ ଟେର ପାଉନି ଖଣ୍ଡପଡ଼ା ପୁଲିସ

by Anil Panda
August 31, 2020
in Nayagarh
ନାବାଳିକା ଅପହରଣ ଘଟଣା, ଥାନା ଅଧିକାରୀଙ୍କ ବିରୁଦ୍ଧରେ ଏସ୍‌ପିଙ୍କୁ ଫେରାଦ
386
VIEWS
Share on FacebookShare on Twitter

ଖଣ୍ଡପଡ଼ା, (ବାଘୁଆବାର୍ତ୍ତା) : ଖଣ୍ଡପଡ଼ା ଥାନା ଅଧିନ ବିଭିନ୍ନ ଇଲାକାରେ ଚୋର, ତସ୍କର ଓ ଲୁଟେରାମାନେ ଏବେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛନ୍ତି । ପୁଲିସ ପ୍ରଶାସନ ନିଷ୍କ୍ରିୟତାର ସୁଯୋଗ ନେଇ ଲୁଟେରାମାନେ ଦିନ ଦ୍ୱିପ୍ରହରରେ ଲୁଟପାଟ କରୁଥିବାରୁ ଅଂଚଳବାସୀଙ୍କ ଧନଜୀବନ ସୁରକ୍ଷା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଗତ ୭ଦିନ ତଳେ ଲୁଟେରାମାନେ ଶିଖରପୁର ଅଂଚଳର ୩ଜଣ ବ୍ୟକ୍ତିଙ୍କ ଘରେ ପ୍ରବେଶ କରି ବହୁ ମୂଲ୍ୟବାନ ସାମଗ୍ରୀ ଓ ଟଙ୍କା ପଇସା ସବୁ କିଛି ଲୁଟି ନେଇଥିଲେ । ଗୃହକର୍ତ୍ତାମାନଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରି ମୁଖାପିନ୍ଧା ଲୁଟେରାମାନେ ଲୁଟପାଟ କରିଥିବା ନେଇ ଖଣ୍ଡପଡ଼ା ଥାନାରେ ଲିଖିତ ଅଭିଯୋଗକ୍ରମେ ପୁଲିସ ୩ଟି ପୃଥକ ମାମଲା ରୁଜୁ କରିଥିବା ଜଣାଯାଇଛି । ମାତ୍ର ଲୁଟେରାମାନଙ୍କୁ ଠାବ କରିବାରେ ପୁଲିସର ବିଫଳତାକୁ ନେଇ ଅଂଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ତେବେ ପାରିପାଶ୍ୱର୍ିକ ତଥ୍ୟକୁ ଆଧାର କରି ଲୁଟେରାମାନଙ୍କୁ ତୁରନ୍ତ ଗିରଫ କରିବାକୁ ଶିଖରପୁର ଗ୍ରାମବାସୀ ଦାବି କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!