Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଯୁବକଙ୍କ ପ୍ରାଣଗଲା

by Anil Panda
August 31, 2020
in Accident, Feature News, Nayagarh
ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ
735
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଦଶପଲ୍ଲା ସହର ଦୁର୍ଗାବଜାରସ୍ଥିତ ନେତାଜୀ ମୈଦାନ ନିକଟରେ ଥିବା ମାଂସ ବ୍ୟବସାୟୀ ଜାଫର ଖାନ୍‌ଙ୍କର ଟ୍ରାକ୍ଟର ସହିତ ବାଇକ୍ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ସୂଚନାନୁସାରେ, ଜାଫର ଏକ ବାଇକ୍‌ରେ ବୌଦ୍ଧରୁ ଦଶପଲ୍ଲା ଫେରୁଥିବା ବାଟରେ ଖୋର୍ଦ୍ଧା-ବଲାଙ୍ଗିର ଜାତୀୟ ରାଜପଥ ନଂ ୫୭ର ଆଡେନିଗଡ଼ ନିକଟରେ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ତାଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ବ୍ୟକ୍ତି ବୌଦ୍ଧ ଜିଲ୍ଲା ହସ୍‌ପିଟାଲରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଏ ସମ୍ପର୍କରେ ପୁଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରିଛନ୍ତି । ଜାଫର ଜଣେ ଉଚ୍ଚକୋଟୀର କ୍ରୀଡ଼ା ସଂଗଠକ ତଥା ଖେଳାଳୀ ମଧ୍ୟ ଥିଲେ । ତାଙ୍କ ମୃତ୍ୟୁରେ ଖେଳାଳୀମାନଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!