Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅରୁଣଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
August 31, 2020
in Nayagarh
ନିଜେ ବଂଚିବା ବିଶ୍ୱକୁ ବଂଚାଇବା : ଅରୁଣ
722
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କୁ କରୋନା ପଜିଟିଭ୍ ହୋଇଥିବା ନେଇ ଆଜି ମନ୍ତ୍ରୀ ନିଜେ ସୂଚନା ଦେବା ସହ ତାଙ୍କ ସଂମ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଣିବା ପରେ, ଅରୁଣଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!