Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବ ୨୬ରେ

by ସଞ୍ଜୟ ସ୍ୱାଇଁ
May 22, 2024
in Education, State
ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବ ୨୬ରେ
121
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମେ’ ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଦ୍ୱାଦଶ ବା ଯୁକ୍ତ ଦୁଇ ରେଜଲ୍ଟ। ଏଥର ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବ। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ କରାଯିବ। CHSE ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ସେମାନଙ୍କର HS School e-space ଓ Digilockerରୁ ମଧ୍ୟ ଫଳାଫଳ ପାଇପାରିବେ। ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!