Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାମାଞ୍ଚଳରୁ ୫୪, ସରହାଞ୍ଚଳରୁ ୧୩ ଆକ୍ରାନ୍ତ ଚିହ୍ନଟ

by Anil Panda
September 1, 2020
in Nayagarh
ସୁସ୍ଥ ହେଲେ ୬୨, ମୋଟ ୯୭୦
932
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୩୦୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ପୂର୍ବରୁ ଚିହ୍ନଟ ହୋଇଥିବା ୨୯୮୬ ଆକ୍ରାନ୍ତ ସହ ଆଜିର ଆକ୍ରାନ୍ତକୁ ମିଶାଇ ମୋଟ ସଂଖ୍ୟା ୩୦୫୩ ବୋଲି ଜଣାଯାଇଛି । ଏହି ୬୭ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୫୪ ଜଣ ଗ୍ରାମାଞ୍ଚଳରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ଆକ୍ରାନ୍ତ ସହରାଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ମଧ୍ୟରେ ଭାପୁର ବ୍ଲକରୁ ୧୦ ଜଣ, ଦଶପଲ୍ଲା ବ୍ଲକରୁ ଜଣେ, ଦଶପଲ୍ଲା ଏନ୍‌ଏସିରୁ ଜଣେ, ଗଣିଆ ବ୍ଲକରୁ ଜଣେ, ଖଣ୍ଡପଡ଼ା ବ୍ଲକରୁ ୭ ଜଣ, ନୟାଗଡ଼ ବ୍ଲକରୁ ୨୨ ଜଣ, ପୈାରାଞ୍ଚଳରୁ ୯ ଜଣ, ଓଡ଼ଗାଁ ବ୍ଲକରୁ ୧୦ ଜଣ, ଏନ୍‌ଏସିରୁ ୩ ଜଣ, ରଣପୁର ବ୍ଲକରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!