Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ବାର ଡ୍ୟାନ୍ସରଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 31, 2024
in Crime, State
ଯୁବକ, ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ
173
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ବାର ଡ୍ୟାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ । ବନ୍ଦ ଘରେ ରକ୍ତାକ୍ତ ଅବସ୍ଥାରେ ପଡିଛି ମୃତଦେହ । ପାହାଳ ଥାନା ଅନ୍ତର୍ଗତ ଶିବଶକ୍ତି ନଗରରେ ଘଟିଛି ଅଭାବନୀୟ ଅଘଟଣ। ମୃତ ଯୁବତୀଙ୍କ ଛଦ୍ମନାମ ଚାରୁ । ଘର ଚଣ୍ଡୀଗଡ଼ । କଟକ ରୋଡର ଏକ ଡ୍ୟାନ୍ସ ବାରରେ କାମ କରୁଥିଲେ ଉକ୍ତ ଯୁବତୀ ଜଣଙ୍କ । ବିଲ୍ଡିଂ ଭିତରେ ୨୫ ଜଣ ଯୁବତୀ ରହୁଥିବା ଜଣାପଡିଛି। ପାହାଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ପାରିପାର୍ଶ୍ବିକ ପରିସ୍ଥିତି ଦେଖି ଆତ୍ମହତ୍ୟା ମାମଲା ରୁଜୁ କରାଯାଇଛି। ଟେଲିଫୋନ, ସୋସିଆଲ ମିଡିଆ ମେସେଜ ଯାଞ୍ଚ କରୁଛି ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!