Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ଯୁକ୍ତତିନି ନାମଲେଖା ପାଇଁ ଆବେଦନ ଆରମ୍ଭ

by ସଞ୍ଜୟ ସ୍ୱାଇଁ
June 3, 2024
in Education, State
ଆଜିଠୁ ଯୁକ୍ତତିନି ନାମଲେଖା ପାଇଁ ଆବେଦନ ଆରମ୍ଭ
95
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠୁ ଯୁକ୍ତତିନି ନାମଲେଖା ପାଇଁ ହେବ ଆବେଦନ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ତିନି ନାମଲେଖା ପକ୍ରିୟା ଆରମ୍ଭ ହେବ । ଅପରାହ୍ନ ୪ଟା ସମୟରୁ ଅନଲାଇନ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । samsodisha.gov.in ୱେବସାଇଟ ମାଧ୍ୟମରେ ଜୁନ ୧୭ ପର୍ଯ୍ୟନ୍ତ ଏହି ଆବେଦନ ପାଇଁ ସୁଯୋଗ ରହିବ । ଆବେଦନ ପରେ ଜୁନ୍ ୧୮ ତାରିଖରୁ ୧୯ ତାରିଖ ମଧ୍ୟରେ CAFର ତ୍ରୁଟି ସୁଧାରି ପାରିବେ । ଜୁନ୍ ୨୫ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା । ତେବେ ଜୁନ ୨୫ ତାରିଖରୁ ୨୮ ତାରିଖ ଯାଏଁ ସ୍ଲାଇଡ୍ ଅପ୍ସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁନ୍ ୨୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କଲେଜକୁ ଯାଇ ରିପୋର୍ଟ କରିବେ । ଜୁଲାଇ ୫ ତାରିଖ ଅପରାହ୍ନ ୪ଟାରେ ଦ୍ବିତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ । ତେବେ ଜୁଲାଇ ୫ ତାରିଖରୁ ୮ ତାରିଖ ଯାଏଁ ସ୍ଲାଇଡ୍ ଅପସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ରିପୋର୍ଟ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ । ରାଜ୍ୟରେ ସ୍ଵୟଂଶାସିତ କଲେଜ ଏବଂ ଯୁକ୍ତ ତିନି ମୋଟ କଲେଜ ହେଉଛି ୧୦୩୭ । ସେଥିମଧ୍ୟରୁ ୨ ଲକ୍ଷ ୭୩ ହଜାର ୧୫ଟି ସିଟ ରହିଛି । ତେବେ ଚଳିତ ବର୍ଷ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪ ହଜାର ୫୫୨ ସିଟ ରହିଥିବା ବେଳେ ଦ୍ଵିତୀୟ ସର୍ବାଧିକ କଟକ ଜିଲ୍ଲାରେ ରହିଛି । କଟକରେ ସିଟ ସଂଖ୍ୟା ୨୧ ହଜାର ୮୧୨ ରହିଛି ଏବଂ ଖୋର୍ଦ୍ଧା ଜିଲ୍ଲାରେ ସିଟ ରହିଛି ୨୧ ହଜାର ୧୨୩ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!