Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ତ୍ରୀଙ୍କ ଆରୋଗ୍ୟ କାମନା କରି କ୍ରିଦାଶପୁରରେ ଦୀପଦାନ

by Anil Panda
September 5, 2020
in Nayagarh
ମନ୍ତ୍ରୀଙ୍କ ଆରୋଗ୍ୟ କାମନା କରି କ୍ରିଦାଶପୁରରେ ଦୀପଦାନ
227
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବିଧାୟକ ତଥା କୃଷି ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କରୋନା ଆକ୍ରାନ୍ତ ହେବା ପରେ ତାଙ୍କ ଆରୋଗ୍ୟ କାମନା କରି ବିଭିନ୍ନ ସ୍ଥାନରେ ଦୀପ ଦାନ ଚାଲିଛି । ଏହି ଅବସରରରେ ଆଜି କ୍ରିଦାଶପୁର ପଂଚାୟତରଠାରେ ଶୁଭେଚ୍ଛୁ ଓ ସର୍ମଥକଙ୍କ ପକ୍ଷରୁ ଦୀପଦାନ କରାଯାଇଛି । ଏହି ଦୀପଦାନ କାର୍ଯ୍ୟକ୍ରମରେ ବହୁ ଲୋକ ଯୋଗ ଦେବା ବେଳେ ସରପଂଚ ଅନ୍ତର୍ଯ୍ୟାମୀ ଦାଶ, ପୂର୍ବତନ ସରପଂଚ ଦୂତିବାମନ ବେହେରା, ମାନସ କୁମାର ପଣ୍ଡା, ଜ୍ୟୋତ୍ସାରାଣୀ ପଣ୍ଡାଙ୍କ ସମେତ ପଂଚାୟତର ସମସ୍ତ ଅଙ୍ଗନବାଡ଼ି ଓ ଆଶା କର୍ମୀମାନେ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!