Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

by ସଞ୍ଜୟ ସ୍ୱାଇଁ
June 9, 2024
in NATIONAL NEWS, Sports
ଆଜି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ
187
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଆଜି ସୁପର ସଣ୍ଡେରେ ସୁପର୍‌ ମୁକାବିଲା। ଟି-୨୦ ବିଶ୍ୱକପରେ ଆଜି ଖେଳାଯିବ ସବୁଠୁ ବଡ଼ ମ୍ୟାଚ୍‌। ନ୍ୟୁୟର୍କରେ ମୁହାଁମୁହିଁ ହେବେ ଦୁଇ ଚିର ପ୍ରତିଦ୍ୱନ୍ଦ୍ୱୀ ଭାରତ-ପାକିସ୍ତାନ। ଏଥିପାଇଁ କାଉଂଟଡାଉନ ଆରମ୍ଭ ହୋଇଯାଇଛି। ଦୁଇ ଦେଶର କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍କଣ୍ଠା ବୃଦ୍ଧି ପାଇବାରେ ଲାଗିଛି। ଟୁର୍ଣ୍ଣାମେଣ୍ଟରେ ଉଭୟ ଟିମ୍‌ ଗୋଟିଏ ଲେଖାଏଁ ମ୍ୟାଚ ଖେଳି ସାରିଛନ୍ତି। ଚଳିତ ବିଶ୍ୱକପରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ଆୟର୍ଲାଣ୍ଡ ବିପକ୍ଷରେ ସହଜ ବିଜୟ ପରେ ଏବେ ନଜର ପାକିସ୍ତାନ ଉପରେ। ସେପଟେ ନୂଆ ଦଳ ଆମେରିକାଠୁ ସୁପର୍‌ ଓଭରରେ ହାରି ବଡ଼ ବିପର୍ଯ୍ୟୟ ଭୋଗିଛି ପାକିସ୍ତାନ। ଶୁକ୍ରବାର ଖେଳାଯାଇଥିବା ମୁକାବିଲାରେ ସୁପର୍ ଓଭରରେ ପାକିସ୍ତାନକୁ ପରାସ୍ତ କରିଛି ଆମେରିକା। ଆଜି ଭାରତକୁ ସାମ୍ନା କରିବାକୁ ଯାଉଛି ପାକିସ୍ତାନ। ସେପଟେ ଗୋଟିଏ ମ୍ୟାଚ୍ ଜିତିଥିବାରୁ ଟିମ୍ ଇଣ୍ଡିଆ ଖେଳାଳିଙ୍କ ମନୋବଳ ଦୃଢ ରହିଛି। ଆୟର୍ଲାଣ୍ଡ ବିପକ୍ଷରେ ଓପନିଂ କରିଥିବା ରୋହିତ ଶର୍ମା ଓ ବିରାଟ କୋହଲି ପାକିସ୍ତାନ ବିପକ୍ଷରେ ଓପନିଂ କରିବେ ବୋଲି ସୂଚନା ମଳିଛି। ଟି-୨୦ ବିଶ୍ୱକପ ରେକର୍ଡ ଦେଖିଲେ ଭାରତର ପଲ୍ଲା ଭାରି ରହିଛି। ଉଭୟ ଦଳ ୭ ଥର ମୁହାଁମୁହିଁ ହୋଇଥିବା ବେଳେ ଭାରତ ୬ଟି ଜିତିଥିବା ବେଳେ ପାକିସ୍ତାନ ଥରେ ଭାରତକୁ ପରାସ୍ତ କରିଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!