Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିଆରପିଏଫ ଜବାନଙ୍କ ପତ୍ନୀଙ୍କୁ ଗଳାକାଟି ହତ୍ୟା, ଘଟଣା ସ୍ଥଳରେ ପୋଲିସର ତଦନ୍ତ ଆରମ୍ଭ

by ସଞ୍ଜୟ ସ୍ୱାଇଁ
June 10, 2024
in Crime, Nayagarh, State
ସିଆରପିଏଫ ଜବାନଙ୍କ ପତ୍ନୀଙ୍କୁ ଗଳାକାଟି ହତ୍ୟା, ଘଟଣା ସ୍ଥଳରେ ପୋଲିସର ତଦନ୍ତ ଆରମ୍ଭ
989
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମହିଳାଙ୍କ ଗଳାକାଟି ହତ୍ୟା । ଘରେ କେହି ନଥିବାର ସୁଯୋଗ ନେଇ ଗତକାଲି ବିଳମ୍ୱିତ ରାତିରେ ମହିଳାଙ୍କ ଏଭଳି ହତ୍ୟା କରାଯାଇଥିବା ସୂଚନା ମିଳିଛି । ନୟାଗଡ ଜିଲ୍ଲା ରାଜସୁନାଖଳା ଫାଣ୍ଡି କୋଟଣିଶିଳା ଗାଁରେ ବିଭତ୍ସ ଭାବେ ହତ୍ୟା କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ ନମିତା ବେହୁରା। ନମିତାଙ୍କ ସ୍ବାମୀ ସୋନପୁର ସି.ଆର.ପି.ଏଫ. ରେ କାର୍ଯ୍ୟରତ ଅଛନ୍ତି।ତାଙ୍କର ଦୁଇ ଝିଅ ଓ ଗୋଟିଏ ପୁଅ ଥିବାବେଳେ ସମସ୍ତେ ବାହାରେ ରହୁଛନ୍ତି। ତେବେ ଘଟଣା ସଂପର୍କରେ ଗ୍ରାମବାସୀ ପୋଲିସକୁ ଖବର ଦେବାରୁ ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ହତ୍ୟା ସନ୍ଦେହରେ ୨ ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!