Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଆଫ୍ରିକାର ମାଲୱି ଉପରାଷ୍ଟ୍ରପତିଙ୍କ ବିମାନ ନିଖୋଜ

by ସଞ୍ଜୟ ସ୍ୱାଇଁ
June 11, 2024
in NATIONAL NEWS, WORLD
ପୂର୍ବ ଆଫ୍ରିକାର ମାଲୱି ଉପରାଷ୍ଟ୍ରପତିଙ୍କ  ବିମାନ ନିଖୋଜ
57
VIEWS
Share on FacebookShare on Twitter

ମାଲୱି, (ବାଘୁଆବାର୍ତ୍ତା): ଦକ୍ଷିଣ ପୂର୍ବ ଆଫ୍ରିକାର ମାଲୱିର ଉପରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ବିମାନ ନିଖୋଜ । ଉପରାଷ୍ଟ୍ରପତି ସୋଲସ କ୍ଲାସ ଚିଲିମାଙ୍କୁ ନେଇ ଯାଉଥିବା ଏୟାରକ୍ରାଫ୍ଟ ନିଖୋଜ ହୋଇଯାଇଛି । ମାଲୱି ରଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ସୂଚନା ଅନୁସାରେ ରାଜଧାନୀ ଲିଲଙ୍ଗୱେରୁ ମାଲବୀ ସେନାର ଏୟାରକ୍ରାଫ୍ଟରେ ଅନ୍ୟ ୯ ଜଣ ପ୍ରତିନିଧି ମଣ୍ଡଳି ସହ ମଜୁଜୁକୁ ଯାତ୍ରା ଆରମ୍ଭ କରିଥିଲେ । ରାଜଧାନୀରୁ ଉଡାଣର କିଛି ସମୟ ପରେ ବିମାନ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା । ଏୟାରକ୍ରାଫ୍ଟ ରାଡାରରୁ ନିଖୋଜ ହୋଇଯିବାରୁ ଏବେ ଖୋଜାଖୋଜି ଜାରି ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!