Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଏତରେ ଭୟଙ୍କର ଅଗ୍ନିକାଣ୍ଡ, ୪୦ ଭାରତୀୟ ମୃତ

by ସଞ୍ଜୟ ସ୍ୱାଇଁ
June 13, 2024
in NATIONAL NEWS, WORLD
କୁଏତରେ ଭୟଙ୍କର ଅଗ୍ନିକାଣ୍ଡ, ୪୦ ଭାରତୀୟ ମୃତ
39
VIEWS
Share on FacebookShare on Twitter

କୁଏତ, (ବାଘୁଆବାର୍ତ୍ତା): କୁଏତରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବା ଫଳରେ ୪୯ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସବୁଠୁ ଦୁଖଃଦ ଘଟଣା ହେଉଛି ମୃତକଙ୍କ ମଧ୍ୟରେ ୪୦ ଭାରତୀୟ ରହିଛନ୍ତି । କୁଏତର ଦକ୍ଷିଣପ୍ରାନ୍ତ ସ୍ଥିତ ଅହମଦୀର ମଙ୍ଗାଫରେ ଥିବା ଅଟାଳିକାରେ ଅଗ୍ନିକାଣ୍ଡ ଘଟିବା ସହ କ୍ରମଶ ଏହା ବ୍ୟାପିଥିଲା । ଏକ କମ୍ପାନୀ ପାଇଁ କାମ କରୁଥିବା ପ୍ରାୟ ୧୬୦ ଶ୍ରମିକ ଏଠାରେ ରହୁଥିଲେ । ତେବେ ଘଟଣାକୁ ନେଇ ଦୁଖ ପ୍ରକାଶ କରିଛନ୍ତି ବୈଦେଶିକମନ୍ତ୍ରୀ ଏସ ଜୟଶଙ୍କର । ଏଥିସହ କୁଏତ ଦୂତାବାସ ସହ ଭାରତ ସର୍ମ୍ପକ କରି ସ୍ଥିତିର ସମୀକ୍ଷା କରୁଛି । କୁଏତ ବୈଦେଶିକ ମନ୍ତ୍ରୀଙ୍କ ସହ ମଧ୍ୟ କଥା ହୋଇଛନ୍ତି ଏସ୍ ଜୟଶଙ୍କର । ଏହାସହ ମୃତକଙ୍କ ପରିବାରଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୋଦୀ ସରକାର । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ତେବେ ସ୍ଥାନୀୟ ପୁଲିସର ସୂଚନା ଅନୁସାରେ କୋଠାରେ ଯେତିକି ଲୋକ ରହିବା କଥା ତାଠୁ ଅଧିକ ରହୁଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!