Sunday, November 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସପନ କୁମାର ଜେନା ନୂଆ ଜିଲ୍ଲା ଶିକ୍ଷା ଅଧିକାରୀ

by Anil Panda
September 8, 2020
in Feature News
ସପନ କୁମାର ଜେନା ନୂଆ ଜିଲ୍ଲା ଶିକ୍ଷା ଅଧିକାରୀ
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମୀଧର ବେହେରା ସ୍ୱେଚ୍ଛାକୃତ ଅବସର ଆବେଦନ କରିବା ପରେ ଜିଲ୍ଲା ଶିକ୍ଷା ବିଭାଗରେ ଅବ୍ୟବସ୍ଥା ଦେଖା ଦେଇଥିଲା । ଫଳରେ ରାଜ୍ୟ ସରକାର ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନୟାଗଡ଼ ଶିକ୍ଷା ଜିଲ୍ଲା ଦାୟିତ୍ୱ ଦେଇଥିବା ବେଳେ ଆଜି ଜଗତସିଂହପୁର ଅତିରିକ୍ତ ଶିକ୍ଷା ଅଧିକାରୀ ସପନ କୁମାର ଜେନାଙ୍କୁ ରାଜ୍ୟ ସରକାର ପଦୋନ୍ନତୀ ଦେବା ସହ ନୟାଗଡ଼ ଭାରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ବଦଳି କରିଥିବା ଜଣାଯାଇଛି । ଫଳରେ ଜିଲ୍ଲା ଶିକ୍ଷା ବିଭାଗରେ ସୃଷ୍ଟି ହୋଇଥିବା ଅସ୍ଥିରତା ଦୂର ହେବ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!