Tuesday, October 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଳସମ୍ପଦ,ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀଙ୍କ ତିର୍ତ୍ତୋଲ ବନ୍ୟାଞ୍ଚଳ ପରିଦର୍ଶନ

by ସଞ୍ଜୟ ସ୍ୱାଇଁ
September 8, 2020
in Nayagarh
ଜଳସମ୍ପଦ,ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀଙ୍କ ତିର୍ତ୍ତୋଲ ବନ୍ୟାଞ୍ଚଳ ପରିଦର୍ଶନ
143
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଆଜି ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ତିର୍ତ୍ତୋଲ ବ୍ଲକ ର ବନ୍ୟାଞ୍ଚଳ ପରିଦର୍ଶନ କରି ବିଭିନ୍ନ ଗ୍ରାମର ଗ୍ରାମବାସୀ ଙ୍କ ସହିତ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି । ମନ୍ତ୍ରୀଙ୍କ ସହିତ ଜଗତସିଂହପୁର ସାଂସଦ ଡା. ରାଜଶ୍ରୀ ମଲ୍ଲିକ ଓ ପୂର୍ବତନ ବିଧାୟକ ଶ୍ରୀ ଦେବାଶିଷ ସାମନ୍ତରାୟ ପରିଦର୍ଶନ ସମୟରେ ଉପସ୍ଥିତ ରହି ଲୋକମାନଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ । କ୍ରିଷ୍ଣାନନ୍ଦପୁର ଠାରେ ମନ୍ତ୍ରୀ ଶ୍ରୀ ଦାସ ପାଇକା ନଦୀବନ୍ଧ ଉନ୍ନୟନ ସମ୍ପର୍କରେ ସାଂସଦ, ପୂର୍ବତନ ବିଧାୟକ ଓ ଜଳସମ୍ପଦ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀମାନଙ୍କ ସହିତ ସମୀକ୍ଷା କରିଥିଲେ । ସେ ମଧ୍ୟ ଶଙ୍ଖେଶ୍ୱର ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!