Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କ କରୋନା ସଚେତନତା

by Anil Panda
September 9, 2020
in Nayagarh
ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କ କରୋନା ସଚେତନତା
657
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ନୟଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାରି ଚାଲିଥିବା ବେଳେ ଓଡ଼ଗାଁ ବ୍ଲକ ରବିଗାଡ଼ିଆ ପଂଚାୟତର କୁରୁମବାଙ୍କତରା ଗ୍ରାମରେ ଆଶା ଓ ଅଙ୍ଗନବାଡ଼ି କର୍ମୀ ଲୋକଙ୍କୁ କରୋନା ମହାମାରୀ ନେଇ ସଚେତନତା ସୃଷ୍ଟି କରିଛନ୍ତି । ଗାଁ କଲ୍ୟାଣ ସମିତି ଆନୁକୁଲ୍ୟରେ ଆୟୋଜିତ ଏହି ର୍କ୍ୟାକ୍ରମରେ ଗ୍ରାମର ୱାର୍ଡ଼ ସଭ୍ୟମାନେ ସହୋଗ କରିଥିବା ବେଳେ ଗାଁ ଲୋକ ହାତରେ ପ୍ଲାକାର୍ଡ଼ ଧରି କରୋନାର ଭୟାବହତା ନେଇ ସଚେତନ କରିଛନ୍ତି । ସାମାଜିକ ଦୂରତା ଅବଲମ୍ବନ ଏବଂ ମାସ୍କ ବ୍ୟବହାର କରିବା ସହ କିଭଳି କରୋନାଠାରୁ ଦୂରରେ ରହିବ ସେ ନେଇ ଲୋକଙ୍କୁ ବୁଝାଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!