Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ପଡିଲେ ଆର୍‌ଆଇ ଓ ଏଆର୍‌ଆଇ

by ସଞ୍ଜୟ ସ୍ୱାଇଁ
June 21, 2024
in Crime, State
ଭିଜିଲାନ୍ସ ଜାଲରେ ବଡମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ
133
VIEWS
Share on FacebookShare on Twitter

ସୁବର୍ଣ୍ଣପୁର, (ବାଘୁଆବାର୍ତ୍ତା): ଦୁଇ ଲାଞ୍ଚୁଆଙ୍କୁ ଧରିଲା ଭିଜିଲାନ୍ସ। ଜମି ପଟ୍ଟା ବାବଦରେ ଜଣେ ବ୍ୟକ୍ତିଙ୍କ ନିକଟରୁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସୁବର୍ଣ୍ଣପୁର ବିରମହାରାଜପୁର ତହସିଲର ଖଣ୍ଡହାଟ ରାଜସ୍ବ ନିରୀକ୍ଷକ ରାଜେନ୍ଦ୍ର ମିଶ୍ର ଓ ଅତିରିକ୍ତ ରାଜସ୍ବ ନିରୀକ୍ଷକ ପଞ୍ଚାନନ ଡାଙ୍ଗଙ୍କୁ ଧରିଛି ଭିଜିଲାନ୍ସ। ଜଣେ ବ୍ୟକ୍ତିଙ୍କ ଜମି ପଟ୍ଟା ବାବଦରେ କାମ ପାଇଁ ରାଜସ୍ବ ନିରୀକ୍ଷକ ରାଜେନ୍ଦ୍ର ମିଶ୍ରଙ୍କ କହିବା ଅନୁସାରେ ଅତିରିକ୍ତ ରାଜସ୍ବ ନିରୀକ୍ଷକ ପଞ୍ଚାନନ ଡାଙ୍ଗ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଭିଜିଲାନ୍ସକୁ ସୂଚନା ଦେଇଥିଲେ। ଆଜି ବ୍ୟକ୍ତିଜଣଙ୍କ ଟଙ୍କା ଦେଉଥିବା ସମୟରେ ଭିଜିଲାନ୍ସ ରେଡ କରିଥିଲା। ଏଆର୍‌ଆଇ ପଞ୍ଚାନନ ଡାଙ୍ଗଙ୍କ ନିକଟରୁ ଉକ୍ତ ୫ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହି ମାମଲାରେ ସମ୍ବଲପୁର ଭିଜିଲାନ୍ସ PS କେସ୍ ନମ୍ବର 12 dt.20.06.2024 U/s 7 P.C. (ସଂଶୋଧନ) ଅଧିନିୟମ, ୧୦୧୮ ପଞ୍ଜିକୃତ ହୋଇଛି। ଏଥି ସହିତ ଆର୍‌ଆଇ ରାଜେନ୍ଦ୍ର ମିଶ୍ର ଓ ଏଆର୍‌ଆଇ ପଞ୍ଚାନନ ଡାଙ୍ଗ ଅନ୍ୟ ସମ୍ପତି ନେଇ ଅନୁସନ୍ଧାନ ଚାଲିଥିବା ବେଳେ ବିସ୍ତୃତ ରିପୋର୍ଟକୁ ଅପେକ୍ଷା କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!