Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ କ୍ଲିନିକକୁ ସିଲ୍ କଲା ଜିଲ୍ଲା ପ୍ରଶାସନ

by ସଞ୍ଜୟ ସ୍ୱାଇଁ
June 27, 2024
in Crime, State
ଘରୋଇ କ୍ଲିନିକକୁ ସିଲ୍ କଲା ଜିଲ୍ଲା ପ୍ରଶାସନ
169
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳରେ ତ୍ରୁଟିପୂର୍ଣ୍ଣ ଆଖି ଅପରେସନ ଅଭିଯୋଗ ପରେ ସମ୍ପୃକ୍ତ ଘରୋଇ କ୍ଲିନିକକୁ ସିଲ୍ କଲା ଜିଲ୍ଲା ପ୍ରଶାସନ । ଅନୁଗୁଳରେ ଥିବା ପ୍ରଧାନ ଚକ୍ଷୁ ଚିକିତ୍ସାଳୟରେ ମୋତିଆ ବିନ୍ଦୁ ଅପରେସନ ହୋଇଥିଲେ ୧୩ଜଣ । ଏହି ଘଟଣାରେ ପୋଲିସ ଉପସ୍ଥିତିରେ ଜିଲ୍ଲା ପ୍ରଶାସନ କ୍ଲିନିକକୁ ସିଲ କରିଛି । ତଦନ୍ତ ଚାଲିଛି ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ଅନୁଗୁଳ ସିଡିଏମଓ ଶିବାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି । ଡାକ୍ତରଖାନାରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଅଭିଯୋଗ ହୋଇଥିଲା । ଦୃଷ୍ଟି ଶକ୍ତି ହରାଇବା ଆଶଙ୍କାରେ ୧୩ ଜଣ ରୋଗୀ । ୧୩ ଜଣ ରୋଗୀ ଅସ୍ତ୍ରୋପଚାର କରାଇଥିଲେ । ଏମାନେ ସମସ୍ତେ ଅନୁଗୋଳ, ବଅଁରପାଳ ଓ ଆଠମଲ୍ଲିକ ଅଂଚଳର । ଅପରେସନ୍ ପରେ ଡାକ୍ତର ରୋଗୀଙ୍କୁ ନିଜ ନିଜ ଘରକୁ ଯାଇଥିଲେ । ଅପରେସନ୍ର ୨୪ ଘଂଟା ପର୍ଯ୍ୟନ୍ତ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିଲା । ହେଲେ ପରେ ସେମାନଙ୍କ ଆଖିରେ ଯନ୍ତ୍ରଣା ହୋଇଥିଲା । ଅସହ୍ୟ ମୁଣ୍ଡ ବିନ୍ଧା ମଧ୍ୟ ହୋଇଥିଲା । ସବୁ ରୋଗୀଙ୍କ ନିକଟରେ ସମାନ ଲକ୍ଷଣ ଦେଖାଦେବାରୁ ବୁର୍ଲା ଯାଇ ଚିକିତ୍ସା କରାଇବା ପାଇଁ ପରାମର୍ଶ ଦେଇଥିଲେ । ୨୩ ତାରିଖ ୧୩ ଜଣଙ୍କୁ ବୁର୍ଲାରେ ଭର୍ତି କରାଯାଇଥିଲା । ସେଠାରେ ଚିକିତ୍ସା ପରେ ୭ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!