Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ହାତରେ ଧରାପଡିଲେ ତହସିଲ ଅଫିସର ସେକ୍ସନ ଅଫିସର

by ସଞ୍ଜୟ ସ୍ୱାଇଁ
June 29, 2024
in Crime, State
ଭିଜିଲାନ୍ସ ହାତରେ ଧରାପଡିଲେ ତହସିଲ ଅଫିସର ସେକ୍ସନ ଅଫିସର
101
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ତହସିଲଦାରଙ୍କ ଅଫିସର ସେକ୍ସନ ଅଫିସର ଜନ୍ ୱିଲିୟମ ବରାଳ। ଜମିଜମା ସଂକ୍ରାନ୍ତୀୟ କିଛି କାଗଜପତ୍ର ପାଇଁ ତହସିଲ ଅଫିସରେ ଆବେଦନ କରିଥିଲେ କଷଣଅଣ୍ଟା ଗାଁରେ ବିଘ୍ନେଶ ଦାସ। ତେବେ ସେଥିପାଇଁ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ସେକ୍ସନ ଅଫିସର ଜନ୍ ୱିଲିୟମ ବରାଳ। ଏନେଇ ବିଘ୍ନେଶ ଦାସ ଭିଜିଲାନ୍ସକୁ ଜଣାଇଥିଲେ। ଯୋଜନା ପ୍ରକାରେ ଆଜି ବିଘ୍ନେଶ ଦାସ ସେକ୍ସନ ଅଫିସର ଜନ୍ ୱିଲିୟମ ବରାଳଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ଦେଇଥିଲେ। ଜନ୍ ୱିଲିୟମ ବରାଳ ଲାଞ୍ଚ ଅର୍ଥ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। ଲାଞ୍ଚ ନେଇ ଜନ୍ ୱିଲିୟମ ବରାଳ ଧରାପଡ଼ିବା ପରେ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଅନ୍ୟପକ୍ଷରେ ସେକ୍ସନ ଅଫିସର ଜନ୍ ୱିଲିୟମ ବରାଳ କହିଛନ୍ତି ଯେ ଲାଞ୍ଚ ନେଇ ସେ କିଛି ଜାଣି ନାହାନ୍ତି। ଅଭିଯୋଗକାରୀ ତାଙ୍କୁ ଆଣି ଟଙ୍କା ଧରାଇ ଦେଲେ। ଏହା ପରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!