Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରାଘାତ ନେଲା ୨ ଜୀବନ

by ସଞ୍ଜୟ ସ୍ୱାଇଁ
June 30, 2024
in Feature News, State
ବଜ୍ରାଘାତ ନେଲା ୨ ଜୀବନ
91
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ବିଲରୁ କାମ ସାରି ଫେରୁଥିବା ବେଳେ ବଜ୍ରାଘାତରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ନାରାୟଣ ପ୍ରଧାନ ଓ ସରୋଜ ଜେନା। ତାଙ୍କ ଘର ହେଉଛି ଖୋର୍ଦ୍ଧା ଜିଲ୍ଲା ଟାଉନ ଥାନା ଜୟମଙ୍ଗଳ ଗାଁରେ। ଶନିବାର (ଗତକାଲି) ରାତିରେ ଜୟମଙ୍ଗଳ ଗାଁର ନାରାୟଣ ପ୍ରଧାନ ଓ ସରୋଜ ଜେନା ବିଲରୁ କାମ ସାରି ଘରକୁ ଫେରୁଥିଲେ। ରାସ୍ତାରେ ଯିବା ବେଳେ ହଠାତ ବଜ୍ରପାତ ହୋଇଥିଲା। ବଜ୍ରାଘାତ ଯୋଗୁଁ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ହୋଇଥିଲା। ରାତି ହେବା ପରେ ଉଭୟଙ୍କ ପରିବାର ଲୋକ ଖୋଜାଖୋଜି କରିବା ବେଳେ ନାରାୟଣ ଓ ସରୋଜ ବିଲ ନିକଟରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ଉଭୟଙ୍କ ପରିବାର ଲୋକ ଖୋର୍ଦ୍ଧା ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଆଜି ଖବରପାଇ ଜଟଣୀ ବିଧାୟକ ବିଭୂତି ବଳବନ୍ତରାୟ ଡାକ୍ତରଖାନାରେ ପହଞ୍ଚି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହିତ ଶବ ବ୍ୟବଚ୍ଛେଦ କରାଇବାର ବ୍ୟବସ୍ଥା କରିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!