Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତହସିଲଦାରଙ୍କୁ କରୋନା, କାର୍ଯ୍ୟାଳୟ ସଟଡାଉନ୍ କଲେ ଉପଜିଲ୍ଲାପାଳ

by Anil Panda
September 14, 2020
in Nayagarh
ସୁସ୍ଥ ହେଲେ ୬୨, ମୋଟ ୯୭୦
1.7k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାରେ କରୋନା ଅତି ଭୟାନକ ସ୍ଥିତିରେ ପହଂଚିଛି । କରୋନା କବଳରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀ ଏବଂ ରାଜନେତା ସମସ୍ତେ ଆକ୍ରାନ୍ତ ହେଉଛନ୍ତି । ଏଭଳି ସ୍ଥିତିରେ ନୟାଗଡ଼ ଜିଲ୍ଲା ନୂଆଗାଁ ତହସିଲଦାର ଶରତ କୁମାର ମଲ୍ଲୀକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ତାଙ୍କୁ ଚାନ୍ଦପୁର କୋଭିଡ୍ ହେଲ୍‌ଥ ସେଣ୍ଟରରେ ଭର୍ତ୍ତୀ କରାଯାଇଥିବା ବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଭଲଥିବା ନିଜେ ଶ୍ରୀଯୁକ୍ତ ମଲ୍ଲିକ ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ, ଏହାକୁ ନେଇ ନୂଆଗାଁ ତହସିଲ କାର୍ଯ୍ୟାଳୟକୁ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ୧୪ ତାରିଖ ସକାଳ ୧୦ ଘଟିକାରୁ ୧୮ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ସଟ୍‌ଡାଉନ୍ କରିଥିବା ଜଣାଯାଇଛି । ଏହି ସମୟ ମଧ୍ୟରେ କାର୍ଯ୍ୟାଳୟକୁ ବିଶୋଧନ କରାଯିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!