ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପିପିଲି ବିଧାୟକ ପ୍ରଦୀପ ମହାରଥୀ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଏନେଇ ଫେସବୁକ ଆକାଉଣ୍ଟରେ ମହାରଥୀ ନିଜେ ସୂଚନା ଦେବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି ।