Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିକି ଭାଙ୍ଗି ନେଇଗଲେ ଅଳଙ୍କାର

by ସଞ୍ଜୟ ସ୍ୱାଇଁ
July 10, 2024
in Crime, State
ଡିକି ଭାଙ୍ଗି ନେଇଗଲେ ଅଳଙ୍କାର
146
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ରାସ୍ତା କଡରେ ଗାଡ଼ି ରଖି ଜଳଖିଆ ଖାଉଥିବା ବେଳେ ବ୍ୟବସାୟୀଙ୍କ ଅଳଙ୍କାର ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ନରେନ୍ଦ୍ରପୁର ଛକରେ। ଏନେଇ ଅଳଙ୍କାର ବ୍ୟବସାୟୀ ଥାନାରେ ଅଭିଯୋଗ କରିଛନ୍ତି। ଆଜି ସକାଳେ ଅଳଙ୍କାର ବ୍ୟବସାୟୀ ଜଣଙ୍କ ରାସ୍ତାକଡ଼ରେ ନିଜର ଲୁନା ଗାଡି ରଖି ଜଳଖିଆ ଖାଉଥିଲେ। ଏହି ସମୟରେ ବାଇକରେ ଦୁଇ ଜଣ ଲୁଟେରା ଆସି ଗାଡ଼ି ଡିକି ଭାଙ୍ଗି ଅଳଙ୍କାର ବ୍ୟାଗ ନେଇ ଚମ୍ପଟ ମାରିଥିଲେ। ପରେ ବ୍ୟବସାୟୀ ଜଣଙ୍କ ଜଳଖିଆ ଖାଇ ସାରି ଗାଡ଼ି ପାଖରେ ପହଞ୍ଚିଲା ବେଳକୁ ଡିକି ଭଙ୍ଗାଯାଇଥିବା ଦେଖିଥିଲେ। ଏଥିସହ ତାଙ୍କ ଅଳଙ୍କାର ବ୍ୟାଗ ନଥିବା ଦେଖିବାକୁ ପାଇଥିଲେ। ଏନେଇ ବ୍ୟବସାୟୀ ଜଣଙ୍କ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ରାସ୍ତାକଡ଼ରେ ଲାଗିଥିବା ସିସିଟିଭି ଯାଞ୍ଚ କରିବା ପରେ ଦୁଇ ଦୁର୍ବୃତ୍ତ ଡିକି ଭାଙ୍ଗି ଅଳଙ୍କାର ନେଇଯାଇଥିବା ଜଣାପଡ଼ିଥିଲା।ବ୍ୟାଗରେ ୭ଲକ୍ଷ ଟଙ୍କାର ରୁପା ଅଳଙ୍କାର ରହିଥିବା ସୂଚନା ରହିଛି। ସିସିଟିଭିକୁ ଆଧାର କରି ପୁଲିସ ଘଟଣାର ତଦନ୍ତ କରୁଥିବା ଗଞ୍ଜାମ ଏସପି ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!