ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସିନେ ଅଭିନେତା ଶ୍ରୀତମ ଦାଶ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ସେ ଟ୍ୟୁଟ୍ ଯୋଗେ ସୂଚନା ଦେଇଥିବା ବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କୋଭିଡ୍ ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେଇଛନ୍ତି । ସେ ଏବେ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ଦେଇଛନ୍ତି ।