Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ରୁ ୧୮, ଗ୍ରାମ ହେଲା ସଟ୍‌ଡାଉନ

by Anil Panda
September 15, 2020
in Nayagarh
ବ୍ଲକରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଯାଏଁ ସଟ୍‌ଡାଉନ୍‌
1.4k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା କାୟା ମେଲାଇ ଚାଲିଥିବା ବେଳେ ଓଡ଼ଗାଁ ବ୍ଲକ ସୋଲପଟା ପଂଚାୟତର ସୋଲପଟା ଗ୍ରାମକୁ ସରପଂଚ ପୁଣିଥରେ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ଏହି ପଂଚାୟତକୁ ୧୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରଥମେ ସଟ୍‌ଡାଉନ୍ କରାଯାଇଥିବା ବେଳେ ଏବେ ପୁଣିଥରେ ୧୫ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ସଟ୍‌ଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି । ସରପଂଚ ସୁଶାନ୍ତ କୁମାର ଜେନା ଏହି କଟକଣା ଅବଧିକୁ ବୃଦ୍ଧି କରିଥିବା ବେଳେ କୋଭିଡ୍ କଟକଣା ମାନିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!