Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କୁ ଗଣବଳାତ୍କାର ଘଟଣାରେ ୫ ଗିରଫ

by ସଞ୍ଜୟ ସ୍ୱାଇଁ
July 12, 2024
in Crime, State
ପ୍ରେମ ପରେ ପ୍ରତାରଣା ଅଭିଯୋଗରେ ଏମସ୍‌ ଡାକ୍ତର ଗିରଫ
70
VIEWS
Share on FacebookShare on Twitter

କବିସୂର୍ଯ୍ୟନଗର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଜଣେ ମହିଳା ମଙ୍ଗଳବାର ଗଣବଳାତ୍କାରର ଶିକାର ହୋଇଥିଲେ। ତାଙ୍କୁ ଖଇରାପଲ୍ଳୀ ଗ୍ରାମସ୍ଥିତ ହ୍ରଦ ନିକଟରୁ ବୁଧବାର ସକାଳେ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ଗୁରୁବାର ପୋଲିସ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କୋଟିନଡ଼ା ଥାନା ଅଧୀନ ଖାରିଆ ଗ୍ରାମର ସନ୍ତୋଷ ନାହାକ, କବିସୂର୍ଯ୍ୟନଗର ଥାନା ବାଣନଈ ଖରିଡା ଗ୍ରାମର ରାଜେନ୍ଦ୍ର ପ୍ରଧାନ, କୋଦଳା ଥାନା ଛଚିନା ଗ୍ରାମର ଟୁଲୁ ପ୍ରଧାନ, ରାଣୀପଡ଼ା ଗ୍ରାମର ଶୁଭ ମୁନି ଓ ବେଲପଡା ଗ୍ରାମର ଆଲୋକ ମଲ୍ଲିକ l ସେମାନଙ୍କ ଜାମିନ ଆବେଦନ ନାମଞ୍ଜୁର ହେବାରୁ ସମସ୍ତଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ପୀଡ଼ିତାଙ୍କ କହିବାନୁସାରେ, ମଙ୍ଗଳବାର ଅପରାହ୍ନରେ ୪ରୁ ଊର୍ଦ୍ଧ୍ୱ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ ତାଙ୍କୁ ଖଇରପଲ୍ଲୀ ଗ୍ରାମ ନିକଟସ୍ଥ ପାହାଡ଼ ଉପରକୁ ଉଠାଇ ନେଇଥିଲେ। ତାଙ୍କୁ ସେଠାରେ ମାଡ଼ମାରିବା ସହ ଗଣବଳାତ୍କାର କରି ଯୌନାଙ୍ଗରେ ମଦ ବୋତଲ ପୂରାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ପୋଲିସ ବୁଧବାର ସକାଳେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଗଞ୍ଜେଇ ବ୍ୟବସାୟକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!