Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଦୁଇ ମୃତ

by Anil Panda
September 16, 2020
in Nayagarh
ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ
349
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ଏକ ଅଟୋକୁ ପଛପଟୁ ଧକ୍କା ଦେଇ ଟ୍ରକ ଓଲଟି ପଡ଼ିବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ବିଶୋୟୀ ଗାଁର ୧୨ ଜଣ ବ୍ୟକ୍ତି ଏକ ଅଟୋରେ ଦୁଇ ମଧ୍ୟାହ୍ନ ଭୋଜନ ଚାଉଳ ଆଣିବାକୁ ଯାଉଥିବା ବେଳେ ଅଟୋକୁ ପଛପଟୁ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ଶିଶୁ ଏବଂ ଜଣେ ପୁରୁଷ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!