Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଭାବନୀୟ ଘଟଣା, ସାଙ୍ଗଙ୍କ ଘରେ ଝୁଲି ପଡ଼ିଲା ସାଙ୍ଗ

by ସଞ୍ଜୟ ସ୍ୱାଇଁ
July 12, 2024
in Crime, State
ଅଭାବନୀୟ ଘଟଣା, ସାଙ୍ଗଙ୍କ ଘରେ ଝୁଲି ପଡ଼ିଲା ସାଙ୍ଗ
62
VIEWS
Share on FacebookShare on Twitter

ସୁବର୍ଣ୍ଣପୁର, (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କ ଘରୁ ସାଙ୍ଗର ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାରେ ବିଷୟ ହୋଇଛି। ମୃତକ ଜଣକ ସୁବର୍ଣ୍ଣପୁର ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ର ବୋଲି ଜଣାପଡିଛି। ପୋଲିସ ଛାତ୍ରଙ୍କ ମୃତଦେହ ଜବତ କରି ଅଧିକ ଛାନଭିନ କରୁଛି। ମିଳିଥିବା ସୂଚନା ମୁତାବକ, ଛାତ୍ର ଜଣକ କଲେଜର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଘରକୁ ନ ଫେରି ସାଙ୍ଗଙ୍କ ଘରେ ରହିଥିଲେ। ହେଲେ ଶୁକ୍ରବାର ସାଙ୍ଗଙ୍କ ଘରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମଳିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି କେଉଁ ପରିସ୍ଥିତିରେ ଛାତ୍ର ଜଣକ ଏଭଳି ଚରମ ନିଷ୍ପତ୍ତି ନେଲେ ସେନେଇ ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!