Sunday, November 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାରପ୍ରସାର କରାଇବେ ପ୍ରାର୍ଥୀ

by Anil Panda
September 16, 2020
in Breaking
ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାରପ୍ରସାର କରାଇବେ ପ୍ରାର୍ଥୀ
219
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ଭାରତ ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶାନୁସାରେ ଓଡ଼ିଶାର ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ଛାପା ଓ ବୈଦୁ୍ୟତିକ ଗଣମାଧ୍ୟମ ଜରିଆରେ ପ୍ରଚାରପ୍ରସାର କରାଇବେ । ପ୍ରଥମ ପର୍ଯ୍ୟାୟ ପ୍ରଚାରପ୍ରସାର ପାଇଁ ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ନାମାଙ୍କନ ପତ୍ର ପ୍ରତ୍ୟାହାରର ପ୍ରଥମ ଚାରିଦିନ ମଧ୍ୟରେ କରାଇବେ । ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାରପ୍ରସାର ନାମାଙ୍କନ ପତ୍ର ପ୍ରାତ୍ୟାହାରର ପଞ୍ଚମରୁ ଅଷ୍ଟମ ଦିନ ମଧ୍ୟରେ ଏବଂ ସେହିପରି ତୃତୀୟ ପର୍ଯ୍ୟାୟ ପ୍ରଚାରପ୍ରସାର ନାମାଙ୍କନ ପତ୍ର ପ୍ରତ୍ୟାହାରର ନବମ ଦିନଠାରୁ ନିର୍ବାଚନ ପ୍ରଚାରର ଶେଷ ଦିନ ମଧ୍ୟରେ ଅର୍ଥାତ୍‌ ଭୋଟ ଗ୍ରହର ଦୁଇଦିନ ପୂର୍ବରୁ କରାଇବେ । ଅପ୍ରତିଦ୍ୱନ୍ଦୀ ପ୍ରାର୍ଥୀମାନଙ୍କ କ୍ଷେତ୍ରରେ ମଧ୍ୟ ଅନୁରୂପ ଭାବେ ଛାପା ଓ ବୈଦୁ୍ୟତିକ ଗମାଧ୍ୟମ ଜରିଆରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାରପ୍ରସାର କରାଇବା ନିମନ୍ତେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!