Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଦ୍ଧାର ହେଲେ ଅପହୃତ ରାଇସ ମିଲ୍ ମାଲିକ

by ସଞ୍ଜୟ ସ୍ୱାଇଁ
July 15, 2024
in Crime, State
ଉଦ୍ଧାର ହେଲେ ଅପହୃତ ରାଇସ ମିଲ୍ ମାଲିକ
153
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ୪୮ ଘଣ୍ଟା ପରେ ଅପହୃତ ରାଇସ ମିଲ୍ ମାଲିକ ଏ. ରମେଶ ପାତ୍ରଙ୍କୁ ଉଦ୍ଧାର କରିଛି କୋରାପୁଟ ପୁଲିସ। ଗତକାଲି ବିଳମ୍ବିତ ରାତିରେ ମିଲ୍ ମାଲିକଙ୍କୁ ପୁଲିସ ଉଦ୍ଧାର କରି ତାଙ୍କ ଘରେ ଛାଡ଼ିଥିବା ଜଣାଯାଇଛି। ତେବେ କିଏ ଓ କାହିଁକି ରମେଶଙ୍କୁ ଅପହରଣ କରିଥିଲା ତାହା ଜଣାପଡ଼ିନାହିଁ। ଗତ ଶୁକ୍ରବାର ଦିନ ରମେଶ ବୋରିଗୁମା ଥାନା ଅନ୍ତର୍ଗତ ପେରାହାନ୍ଦି ମିଲରୁ ନିଜ ଘରକୁ ଫେରିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ଅପହରଣ କରି ନେଇଥିଲେ। ରମେଶଙ୍କୁ ଅପହରଣ କରାଯାଇଥିବା ନେଇ ବୋରିଗୁମ୍ମା ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକେ। ଏଥିସହ କୋରାପୁଟ ଏସପିଙ୍କ ନିକଟରେ ରମେଶଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ପରେ କୋରାପୁଟ ଏସପିଙ୍କ ନିର୍ଦ୍ଦେଶରେ ଜୟପୁର ଏସଡିପିଓ ଅଙ୍କିତ ବର୍ମାଙ୍କ ନେତୃତ୍ୱରେ ତିନୋଟି ଟିମ୍ ଗଠନ କରାଯାଇ ଖୋଳତାଡ଼ ଆରମ୍ଭ କରାଯାଇଥିଲା। ଗତକାଲି ପୁଲିସ ରମେଶଙ୍କୁ ଉଦ୍ଧାର କରି ବିଳମ୍ବିତ ରାତିରେ ପରିବାର ଲୋକଙ୍କ ହସାନ୍ତର କରିଥିବା ଜଣାଯାଇଛି। ରମେଶଙ୍କୁ ଦୁର୍ବୃତ୍ତମାନେ କେଉଁ କାରଣ ପାଇଁ ଅପହରଣ କରିଥିଲେ, ଅପହରଣ ପଛରେ କେଉଁ କାରଣ ରହିଛି ତାହା ଜଣାପଡ଼ିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!