Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଶାଶକ୍ତ ପୁଅର ଜଘନ୍ୟ କାଣ୍ଡ, ବାପାକୁ ଲୁହା ଛଡ଼ରେ ପିଟି ହତ୍ୟା କଲା

by ସଞ୍ଜୟ ସ୍ୱାଇଁ
July 16, 2024
in Crime, State
ହାତଗୋଡ଼ ବାନ୍ଧି ଡାକ୍ତରଙ୍କ ଗଳା କାଟିଦେଲେ ଦୁର୍ବୃତ୍ତ
76
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): ନିଶାଶକ୍ତ ପୁଅର ଜଘନ୍ୟ କାଣ୍ଡ। ଲୁହା ଛଡ଼ରେ ପିଟି ବୃଦ୍ଧା ବାପାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ୮୦ ବର୍ଷୀୟ ବୃଦ୍ଧ ହାଡ଼ିଆ ପ୍ରଧାନ। ପୁଲିସ ଅଭିଯୁକ୍ତ ପୁଅ ରୁକେଶ ପ୍ରଧାନଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗତକାଲି ସନ୍ଧ୍ୟା ସମୟରେ ପୁଅ ରୁକେଶ ନିଶାଶକ୍ତ ଅବସ୍ଥାରେ ଘରକୁ ଫେରିଥିଲା। କୌଣସି କଥାକୁ ନେଇ ବାପପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ରୁକେଶ ଉତ୍‌କ୍ଷିପ୍ତ ହୋଇଲୁହା ଛଡ଼ ଆଣି ବାପାକୁ ପିଟିଥିଲା। ଘଟଣାସ୍ଥଳରେ ହାଡ଼ିଆଙ୍କର ମୃତ୍ୟୁ ଘଟିଥିଲା। ଘଟଣା ସଂପର୍କରେ ଗ୍ରାମବାସୀ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥିସହ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!