Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ

by ସଞ୍ଜୟ ସ୍ୱାଇଁ
July 19, 2024
in Crime, State
ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ
86
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ବାଲେଶ୍ବର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ସିଂହ ସାହି ଗ୍ରାମରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ବାମୀ। ଔପଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଅଟକ ରଖିବା ସହ ତଦନ୍ତ ଜାରି ରହିଛି। ଘଟଣାରୁ ପ୍ରକାଶ, ପାଣ୍ଡୁ ସିଂ (୫୦) ଗୁରୁବାର ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ତାଙ୍କ ସ୍ତ୍ରୀ ଗୁରୁବାରୀ ସିଂକୁ ପିଟିପିଟି ମାରିଦେଇ ଥିବାର ସୂଚନା ମିଳିଛି। ଆଗରୁ ପାଣ୍ଡୁ ମଦ୍ୟପାନ କରି ଗୁରୁବାରୀଙ୍କ ହାତ ଭାଙ୍ଗି ଦେଇଥିଲେ। ସବୁବେଳେ ମଦ୍ୟପାନ କରି ଗୁରୁବାରୀଙ୍କୁ ମାର୍‌ପିଟ୍‌ କରିବା ସହ ଗାଳିଗୁଲଜ କରନ୍ତି। ସବୁଦିନ ଭଳି ଗତକାଲି ରାତିରେ ନିଶାସକ୍ତ ହୋଇ ସ୍ତ୍ରୀ ଗୁରୁବାରୀଙ୍କୁ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ଶୁକ୍ରବାର ସକାଳେ ଖବର ପାଇ ଔପଦା ଆଇଆଇସି ଶ୍ରାବଣ କୁମାର ମହାରଣା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!