Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡାରେ ହାଣିଲେ, ଟଙ୍କା ଓ ସୁନା ଗହଣା ଲୁଟ କଲେ

by ସଞ୍ଜୟ ସ୍ୱାଇଁ
July 25, 2024
in Crime, State
ଖଣ୍ଡାରେ ହାଣିଲେ, ଟଙ୍କା ଓ ସୁନା ଗହଣା ଲୁଟ କଲେ
106
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ପରିବାର ଲୋକଙ୍କୁ ଖଣ୍ଡାରେ ଆକ୍ରମଣ କରି ଘରୁ ନେଇଗଲେ ଟଙ୍କା ଓ ସୁନା ଗହଣା। ଏଭଳି ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ହସିଣା ଗ୍ରାମରେ। ଏନେଇ କୁଜଙ୍ଗ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ। ଗତ ରାତିରେ ହସିଣା ଗ୍ରାମର ଦେବି ପ୍ରସାଦ ମିଶ୍ର ଓ ତାଙ୍କ ବୋହୂ ଘରେ ଥିଲେ। ଏହି ସମୟରେ ୨ଜଣ ଦୁର୍ବୃତ୍ତ ଘର ଭିତରକୁ ପଶି ଆସି ଦେବି ପ୍ରସାଦଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ ଓ ଘରେ ଥିବା ଟଙ୍କା ସୁନା ଦେବାକୁ ଧମକ ଦେଇଥିଲେ। ପରେ ଦେବି ପ୍ରସାଦଙ୍କୁ ଦୁର୍ବୃତ୍ତମାନେ ଘର ଭିତରେ ପୂରାଇ ଦେଇ ତାଙ୍କ ବୋହୂ ପିନ୍ଧିଥିବା ସମସ୍ତ ସୁନାଗହଣା ଓ ଘରେ ଥିବା ଟଙ୍କା ଓ ସୁନାଗହଣା ଲୁଟିନେଇ ଥିଲେ। ପରେ ଦୁର୍ବୃତ୍ତମାନେ ଘରେ ଲାଗିଥିବା ସିସିଟିଭିର ହାର୍ଡଡିସ୍କକୁ ନେଇ ଫେରାର ହୋଇ ଯାଇଥିଲେ। ଏନେଇ ଦେବି କୁଜଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!