Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟୁତ କର୍ମଚାରୀଙ୍କୁ ହାଣିଲେ

by ସଞ୍ଜୟ ସ୍ୱାଇଁ
July 26, 2024
in Crime, State
ଖଣ୍ଡାରେ ହାଣିଲେ, ଟଙ୍କା ଓ ସୁନା ଗହଣା ଲୁଟ କଲେ
102
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): ଜଣେ ବିଦ୍ୟୁତ ବିଭାଗର କର୍ମଚାରୀ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ନିଆଳ ଗାଁରେ। ଆହତ ବିଦ୍ୟୁତ କର୍ମଚାରୀ ରାଜେନ୍ଦ୍ର ପଲେଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ସଂଧ୍ୟା଼ରେ ରାଜେନ୍ଦ୍ର ସାଇକେଲ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ନିଆଳ ପଞ୍ଚାୟତ ଅଫିସ ସମ୍ମୁଖରେ ୭ରୁ ୮ ଦୁର୍ବୃତ୍ତ ତାଙ୍କୁ ଅଟକାଇଥିଲେ। ପରେ ଖଣ୍ଡା ଓ ଭୁଜାଲିରେ ଦୁର୍ବୃତ୍ତମାନେ ରାଜେନ୍ଦ୍ରଙ୍କୁ ସଂଘବଦ୍ଧ ଆକ୍ରମଣ କରି ସେଠାରୁ ପଳାଇଯାଇଥିଲେ। ସ୍ଥାନୀୟ ଲୋକେ ରାଜେନ୍ଦ୍ରଙ୍କୁ ରକ୍ତଜୁଡ଼ୁବୁ‍ଡୁ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି। ରାଜେନ୍ଦ୍ରଙ୍କୁ ମରଣାନ୍ତକ ଆକ୍ରମଣ ନେଇ ତାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ତେବେ ରାଜେନ୍ଦ୍ରଙ୍କୁ ଦୁର୍ବୃତ୍ତମାନେ କାହିଁକି ଓ କେଉଁ କାରଣ ପାଇଁ ଆକ୍ରମଣ କଲେ ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!