Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ୍ୟପ ଜ୍ୱାଇଁର ପଥର ମାଡ଼ରେ ଶ୍ୱଶୁରଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
July 26, 2024
in Crime, State
ମଦ୍ୟପ ଜ୍ୱାଇଁର ପଥର ମାଡ଼ରେ ଶ୍ୱଶୁରଙ୍କ ମୃତ୍ୟୁ
119
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଜ୍ୱାଇଁର ପଥର ମାଡ଼ରେ ଶ୍ୱଶୁରର ମୃତ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା ପଲସାଗୋରା ଗାଁରେ। ମୃତକ ହେଲେ ବେଡ଼ା ବାଘ (୬୦)। ଗତକାଲି ରାତିରେ ଜ୍ୱାଇଁ ମାମୁଧନ ବାଘ୍ ମଦ୍ୟପାନ କରି ଶ୍ୱଶୁର ଘରକୁ ଯାଇଥିଲେ। ସେଠାରେ ଶ୍ୱଶୁରଙ୍କ ସହିତ ପାଟିତୁଣ୍ଡ କରିବା ସହିତ ପଥର ମାଡ଼ କରିଥିଲା। ପଥର ମାଡ଼ରେ ଗୁରୁତର ଭାବେ ଆହତ ହୋଇଥିଲେ ବେଡା ବାଘ। ତାଙ୍କୁ ଗୁରୁତର ଅବସ୍ଥାରେ ସୋନପୁର ଡାକ୍ତର ଖାନାକୁ ନେଇଥିଲେ ପରିବାର ଲୋକେ। ତେବେ ସେଠାରେ ସିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ହୋଇଛି। ସେପଟେ ହତ୍ୟାକାରୀ ଜ୍ୱାଇଁ ମାମୁଧନ ଘଟଣା ସ୍ଥଳରୁ ଫେରାର ଅଛନ୍ତି। ତେବେ ମନମୁଣ୍ଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଜ୍ୱାଇଁ ମାମୁଧନଙ୍କୁ ଖୋଜୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!