Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବ ବ୍ୟବସାୟୀଙ୍କର ଅକାଳ ବିୟୋଗ

by Anil Panda
September 23, 2020
in Nayagarh
ଯୁବ ବ୍ୟବସାୟୀଙ୍କର ଅକାଳ ବିୟୋଗ
2.7k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୁରାଳ ଗ୍ରାମର ଯୁବ ବ୍ୟବସାୟୀ ଅମୁଲ୍ୟ ମୋହନ ଦାସଙ୍କର (୪୫) ଆଜି ସକାଳୁ ସମ ହସ୍ପିଟାଲରେ ପରଲୋକ ଘଟିଛି । ସେ ପେଶାରେ ଜଣେ ବ୍ୟବସାୟୀ ଥିଲେ । ଗତକିଛି ଦିନ ଧରି ସେ ନିମୋନିଆ ରୋଗରେ ଆକ୍ରାନ୍ତ ଥିଲେ । କୋଭିଡ ଭଳି ଘଡିସନ୍ଧି ମୁହୂର୍ତ୍ତରେ ତାଙ୍କର ମୃତ୍ୟୁ ଘଟିଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ଦେଖିବାକୁ ମିଳିଅଛି । ମୃତ୍ୟୁର କାରଣ ନିମୋନିଆ ବୋଲି ସୂଚନା ମିଳି ଅଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!