Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୪୨୩୭, ନୟାଗଡ଼ରେ ଅର୍ଦ୍ଧଶତକ

by Anil Panda
September 23, 2020
in Health, Nayagarh, State
କରୋନା; ଚାବୁକ ଦରକାର
438
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟରେ ନୂଆ ୪୧୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହା ରେକର୍ଡ଼ ସଂଖ୍ୟକ ବୋଲି ଜଣାଯାଇଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୨ ହଜାର ୫୪୮ ରେ ପଂହଚିଛି । ସେଥିମଧ୍ୟରେ ୨୪୮୫ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୭୫୨ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୧୧୦, ବାଲେଶ୍ୱର ୧୬୧, ବରଗଡ଼ ୧୨୧, ଭଦ୍ରକ ୧୩୬, ବଲାଙ୍ଗିର ୬୭, ବୈାଦ୍ଧ ୪୩, କଟକ ୫୭୭, ଦେବଗଡ଼ ୨୨, ଢେଙ୍କାନାଳ ୭୦, ଗଜପତି ୪୨, ଗଂଜାମ ୭୧, ଜଗତସିଂହପୁର ୧୭୩, ଯାଜପୁର ୨୦୧, ଝାରସୁଗୁଡ଼ା ୨୦୫, କଳାହାଣ୍ଡି ୫୫, କନ୍ଧମାଳ ୧୪୮, କେନ୍ଦ୍ରାପଡ଼ା ୧୪୮, କେନ୍ଦୁଝର ୪୨, ଖୋର୍ଦ୍ଧା ୬୭୨, କୋରାପୁଟ ୮୯, ମାଲକାନଗିରି ୪୪, ମୟୁରଭଂଜ ୧୩୯, ନବରଂଗପୁର ୭୦, ନୟାଗଡ଼ ୫୦, ନୂଆପଡ଼ା ୧୧୫, ପୁରୀ ୨୧୯, ରାୟଗଡ଼ା ୫୧, ସମ୍ବଲପୁର ୧୧୧, ସୋନପୁର ୧୩୧, ସୁନ୍ଦରଗଡ଼ ୨୦୧ ଜଣ, ଅନ୍ୟାନ ୧୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୫୪୬ ଟି ମାମଲା ସକ୍ରିୟ ରହିଥିବା ୧୫୩୨୧୩ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!