Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ଦୋଳନ ଧମକ ଦେଲା ଶିକ୍ଷକ ସଂଘ, ୩୦ରୁ ଧାରଣା

by Anil Panda
September 23, 2020
in Education, Nayagarh
୮୩ ଜଣ ଶିକ୍ଷକଙ୍କର ପଦୋନ୍ନତୀ
1.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନ ପରେ ଜିଲ୍ଲା ଶିକ୍ଷା ବିଭାଗରେ ଅଚଳାବସ୍ଥା ସୃଷ୍ଟି ହୋଇଛି । ଦୁଇ ଦୁଇ ଜଣଙ୍କ ଅଧିକାରୀଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ଦାୟିତ୍ୱ ଦିଆଯାଇଥିବା ବେଳେ କେହି ଦାୟିତ୍ୱ ଗ୍ରହଣ କରି ନାହାନ୍ତି । ଫଳରେ ଜିଲ୍ଲାର ହଜାର ହଜାର ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଦରମା ପାଇବାରୁ ବଂଚିତ ହୋଇଛନ୍ତି । ଅଗଷ୍ଟ ମାସର ଦରମା ନପାଇ ଦୁଃଖ ଓ କ୍ମୃରେ କାଳାତିପାତ କରୁଛନ୍ତି । ଯାହାକୁ ନେଇ ଶିକ୍ଷକ ସଂଘ ଓଷ୍ଟା ଓ ୟୁଟିଆ ଆସନ୍ତା ୩୦ ତାରିଖରୁ ଧାରଣା ଦେବା ନେଇ ଜିଲ୍ଲା ପ୍ରଶାସନକୁ ଅବଗତ କରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!