Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକାଙ୍କ ମୃତ୍ୟୁ ମାମଲା, ଆସିଲା ପୋଷ୍ଟମର୍ଟମ ରିପୋର୍ଟ

by ସଞ୍ଜୟ ସ୍ୱାଇଁ
July 29, 2024
in Crime, State
ସାମ୍ବାଦିକାଙ୍କ ମୃତ୍ୟୁ ମାମଲା, ଆସିଲା ପୋଷ୍ଟମର୍ଟମ ରିପୋର୍ଟ
166
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ମୃତ୍ୟୁ ପୂର୍ବରୁ ମଧୁମିତାଙ୍କ ଦେହରେ ଏକାଧିକ କ୍ଷତ ରହିଛି। ଟ୍ରେନ୍ ଆଗକୁ ଡେଇଁବା ପରେ କିଛି ବାଟ ଘୋଷାଡ଼ି ହେବା ପରେ କିଛି ସମୟ ପାଇଁ ବଞ୍ଚିଥିଲେ ମଧୁମିତା। ଏକାଧିକ କ୍ଷତ ପାଇଁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଥିଲା। ମଧୁମିତାଙ୍କ ମୃତ୍ୟୁ ମାମଲାରେ ଧଉଳି ଥାନା ପୁଲିସ ସ୍ବାମୀ ଶ୍ରୀଧର ଜେନାଙ୍କୁ ଗିରଫ କରିଛି। ସ୍ବାମୀର ପରକୀୟା ସଂପର୍କରୁ ମଧୁମିତା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଗତ ୨୪ ବୁଧବାର ରାତିରେ ମଧୁମିତା ଟ୍ରେନ୍‌ ଲାଇନ୍‌କୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଟ୍ରେନ୍‌ ଲାଇନ୍‌କୁ ଡେଇଁବା ପୂର୍ବରୁ ସେ ନିଜର ଇନ୍‌ଷ୍ଟାରେ ଏକ ଭିଡିଓ ସେୟାର କରିଥିଲେ। ଯେଉଁଥିରେ ସେ ଆତ୍ମହତ୍ୟାର କାରଣ କହିଥିଲେ। ସେହି ଭିଡିଓ ସାମ୍ନାକୁ ଆସିବା ପରେ ମଧୁମିତାଙ୍କ ପରିବାର ଲୋକ ଓ ସାଙ୍ଗ ସାଥୀଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ମଧୁମିତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗରିଫ କରି କୋର୍ଟ ଚାଲାଣ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!