Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଇକେଲ ରଖିବାକୁ ନେଇ ଝଗଡ଼ା, ଦଶମ ଶ୍ରେଣୀ ଛାତ୍ରର କଟୁରୀ ଚୋଟରେ ନବମ ଶ୍ରେଣୀ ଛାତ୍ର ଆହତ

by ସଞ୍ଜୟ ସ୍ୱାଇଁ
July 30, 2024
in Crime, State
ସାଇକେଲ ରଖିବାକୁ ନେଇ ଝଗଡ଼ା, ଦଶମ ଶ୍ରେଣୀ ଛାତ୍ରର କଟୁରୀ ଚୋଟରେ ନବମ ଶ୍ରେଣୀ ଛାତ୍ର ଆହତ
61
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଦଶମ ଶ୍ରେଣୀ ଛାତ୍ରର କଟୁରୀ ଚୋଟରେ ନବମ ଶ୍ରେଣୀ ଛାତ୍ର ଆହତ । ସ୍କୁଲ ଛୁଟି ବେଳେ ସାଇକେଲ ଷ୍ଟାଣ୍ଡରେ ସାଇକେଲ ରଖିବାକୁ ଗଣ୍ଡଗୋଳ । ଅନୁଗୁଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ରାଧାରମଣପଡା ଅଞ୍ଚଳର ଜଣେ ନବମ ଶ୍ରେଣୀର ଛାତ୍ର ଓ ହାତିଶାଳପଡା ଅଂଚଳର ଦଶମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରଙ୍କ ମଧ୍ୟରେ କିଛିଦିନ ପୂର୍ବରୁ ସାଇକେଲ ଷ୍ଟାଣ୍ଡରେ ସାଇକେଲ ରଖିବାକୁ ନେଇ ଝଗଡା ହୋଇଥିଲା । ଆଜି ସ୍କୁଲ ଛୁଟି ହେବା ପରେ ପରେ ସ୍କୁଲ ଫାଟକ ଆଗରେ ନବମ ଶ୍ରେଣୀ ଛାତ୍ର ଜଣଙ୍କ ଘରକୁ ଯାଉଥିବା ବେଳେ ତାଙ୍କୁ ହଠାତ୍ ଏକ ମାଂସ କଟା କଟୁରୀରେ ଦଶମ ଶ୍ରେଣୀ ଛାତ୍ର ଜଣକ ଆକ୍ରମଣ କରିଥିଲା । ମୁଣ୍ଡରେ କଟୁରୀ ଚୋଟ ଯୋଗୁଁ ଆହତ ଛାତ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପରିବାର ଲୋକ ଏନେଇ ଅନୁଗୁଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!