Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଥରେ ଯୁବ ବିଜେଡି ସଭାପତି ପଦରେ ରମେଶ

by Anil Panda
September 23, 2020
in Breaking, Nayagarh, Politics, State
ପୁଣି ଥରେ ଯୁବ ବିଜେଡି ସଭାପତି ପଦରେ ରମେଶ
1.9k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟରେ ଆଜି ସବୁ ଜିଲ୍ଲାର ବିଜେଡି ଯୁବ ସଭାପତିଙ୍କ ନାମ ଘୋଷଣା କରାଯାଇଛି । ଏହି ଅବସରରେ ନୟାଗଡ଼ ଜିଲ୍ଲା ଯୁବ ବିଜେଡି ସଭାପତି ଭାବେ ପୁଣି ଥରେ ରମେଶ କୁମାର ସାହୁଙ୍କ ନାମ ଘୋଷଣା କରାଯାଇଛି । ପୂର୍ବରୁ କାଳିକାପ୍ରସାଦ ସରପଂଚ ଭାବେ କାର୍ଯ୍ୟକରି ଶ୍ରୀଯୁକ୍ତ ସାହୁ ନିଜର କାର୍ଯ୍ୟ ଦକ୍ଷତା ପ୍ରତିପାଦିତ କରିଥିବା ବେଳେ ଗତଥର ଜିଲ୍ଲା ଯୁବ ବିଜେଡି ସଭାପତି ଭାବେ ଜିଲ୍ଲାର ସାଂଗଠନିକ କାର୍ଯ୍ୟ ସୂଚାରୁ ଋପେ ତୁଲାଇ ଆସିଥିଲେ । ଫଳରେ ଦଳ ପକ୍ଷରୁ ପୁଣି ଥରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରାଯାଇଛି । ଏବେ ସେ ଦଳକୁ ମଜବୁତ କରିବା ପାଇଁ ଆହୁରି ଅକ୍ଲାନ୍ତ ପରିଶ୍ରମ କରିବେ ବୋଲି କହିଛନ୍ତି । ତାଙ୍କ ଉପରେ ଦଳ ପୁଣିଥରେ କାର୍ଯ୍ୟଭାର ଦେଇଥିବାରୁ ସେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ପ୍ରଣବ ବଳବନ୍ତରାୟ, ଅମରେଶ ପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିଭଳି ଭାବେ ଆଜି ଦଳ ପକ୍ଷରୁ ଘୋଷଣା କରାଯିବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!