Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡ଼ା ଏନଏସି ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ଆସିବ ଅନାସ୍ଥା

by ସଞ୍ଜୟ ସ୍ୱାଇଁ
July 31, 2024
in Breaking, Politics
ଖଣ୍ଡପଡ଼ା ଏନଏସି ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ଆସିବ ଅନାସ୍ଥା
1.1k
VIEWS
Share on FacebookShare on Twitter

ବିଜେଡି ଶିବିରରେ ୯ କାଉନସିଲର

ନୟାଗଡ଼ (ବାଘୁଆବାର୍ତ୍ତା): ଖଣ୍ଡପଡ଼ା ଏନଏସିରେ ଅଧ୍ୟକ୍ଷାଙ୍କ ମନମୁଖୀ କାର୍ଯ୍ୟ, ଅଧ୍ୟକ୍ଷା ସ୍ଵାମୀଙ୍କ ଜୁଲୁମ୍, ଫଲ୍ସ ବିଲ ଭଳି ନାନାଦି ଅଭିଯୋଗରେ ଅତିଷ୍ଠ ଖଣ୍ଡପଡ଼ା ବାସି। ଯାହାକୁ ନେଇ ବୀତସ୍ପୃହ ହୋଇ କାଉନସିଲରମାନେ ତ୍ରାହି ତ୍ରାହି ଡାକୁଥିଲେ। ଗତ ଏନଏସି ନିର୍ବାଚନରେ ଅଧ୍ୟକ୍ଷା ଭାବେ ସ୍ଵାଧୀନ ପ୍ରାର୍ଥୀ ଆରତୀ ପ୍ରଧାନ ବିଜୟୀ ହୋଇଥିଲେ। ଖଣ୍ଡପଡ଼ା ଏନଏସିର ୧୩ ଜଣ କାଉନସିଲରଙ୍କ ମଧ୍ୟରୁ କିଛି ବିଜେଡି ଓ କିଛି ସ୍ଵାଧୀନ ରହିଥିଲେ। ଏବେ ମୋଟ ୯ ଜଣ କାଉନସିଲର ବିଜେଡି ଶିବିରରେ ପହଞ୍ଚିଥିବା ସୂଚନା ମିଳିଛି। ଆଜି କାଉନସିଲରମାନେ ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ଅନାସ୍ଥା ନୋଟିସ ଦେବା ପାଇଁ ଜିଲ୍ଲାପାଳଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!